Masthead

ପୋଲିସ ହାତରେ ଲେଡି ଲୁଟେରା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ); ପୋଲିସ ହାତରେ ଲେଡି ଲୁଟେରା । ମାଷ୍ଟରମାଇଣ୍ଡ ଲେଡି କୁଇନ୍ ମୁସ୍କାନକୁ ଗିରଫ କଲା କମିଶନରେଟ୍ ପୋଲିସ।କମିଶନରେଟ ପୋଲିସ ହାତରେ ନିଶାଦିଆ ଲୁଟେରା ଗ୍ୟାଙ୍ଗ । ମାଷ୍ଟର ମାଇଣ୍ଡ ଲେଡୀ କୁଇନ୍ ମୁସ୍କାନ୍ ଓରଫ ସରିଫା ଖାତୁନକୁ ଗିରଫ କରିଛି ପୋଲିସ୍ । ଗଞ୍ଜାମର କୁଖ୍ୟାତ ଲୁଟେରା ଲଣ୍ଡା ଓ ନୟାଗଡ଼ର ସାନ ଲଣ୍ଡାକୁ ନେଇ ମୁସ୍କାନ ଚଳାଇଥିଲା ଏହି ଗ୍ୟାଙ୍ଗ । ଷ୍ଟେସନ ଓ ବସଷ୍ଟାଣ୍ଡରେ ସକ୍ରିୟ ଥିଲେ ଏହି ଲୁଟେରା ଗ୍ୟାଙ୍ଗ । ଏମାନଙ୍କ ଠାରୁ ବିଭିନ୍ନ ନିଶା ବଟିକା ଜବତ କରିଛି ପୋଲିସ । ଏମାନଙ୍କ ଟାର୍ଗେଟ୍ରେ ଥିଲେ ଛୁଟିରେ ଟ୍ରେନରେ ଆସୁଥିବା ଯବାନ । ତାଙ୍କୁ ଚା ପିଇବାକୁ କହି ନିଶା ଦେଇ ଲୁଟିବା ପରେ ଷ୍ଟେସନର କୌଣସି ଗଳିରେ ଫୋପାଡ଼ି ଚାଲିଯାଉଥିଲେ । ଏହି ଗ୍ୟାଙ୍ଗର ୪ ଜଣଙ୍କୁ ଗିରଫ କରିଛି ପୋଲିସ । ସମସ୍ତଙ୍କ ନାଁରେ ଏକାଧିକ ଥାନାରେ ୧୦ରୁ ଅଧିକ ମାମଲା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା