Masthead

ପୋଲିସ ହାତରେ ଲେଡି ଲୁଟେରା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ); ପୋଲିସ ହାତରେ ଲେଡି ଲୁଟେରା । ମାଷ୍ଟରମାଇଣ୍ଡ ଲେଡି କୁଇନ୍ ମୁସ୍କାନକୁ ଗିରଫ କଲା କମିଶନରେଟ୍ ପୋଲିସ।କମିଶନରେଟ ପୋଲିସ ହାତରେ ନିଶାଦିଆ ଲୁଟେରା ଗ୍ୟାଙ୍ଗ । ମାଷ୍ଟର ମାଇଣ୍ଡ ଲେଡୀ କୁଇନ୍ ମୁସ୍କାନ୍ ଓରଫ ସରିଫା ଖାତୁନକୁ ଗିରଫ କରିଛି ପୋଲିସ୍ । ଗଞ୍ଜାମର କୁଖ୍ୟାତ ଲୁଟେରା ଲଣ୍ଡା ଓ ନୟାଗଡ଼ର ସାନ ଲଣ୍ଡାକୁ ନେଇ ମୁସ୍କାନ ଚଳାଇଥିଲା ଏହି ଗ୍ୟାଙ୍ଗ । ଷ୍ଟେସନ ଓ ବସଷ୍ଟାଣ୍ଡରେ ସକ୍ରିୟ ଥିଲେ ଏହି ଲୁଟେରା ଗ୍ୟାଙ୍ଗ । ଏମାନଙ୍କ ଠାରୁ ବିଭିନ୍ନ ନିଶା ବଟିକା ଜବତ କରିଛି ପୋଲିସ । ଏମାନଙ୍କ ଟାର୍ଗେଟ୍ରେ ଥିଲେ ଛୁଟିରେ ଟ୍ରେନରେ ଆସୁଥିବା ଯବାନ । ତାଙ୍କୁ ଚା ପିଇବାକୁ କହି ନିଶା ଦେଇ ଲୁଟିବା ପରେ ଷ୍ଟେସନର କୌଣସି ଗଳିରେ ଫୋପାଡ଼ି ଚାଲିଯାଉଥିଲେ । ଏହି ଗ୍ୟାଙ୍ଗର ୪ ଜଣଙ୍କୁ ଗିରଫ କରିଛି ପୋଲିସ । ସମସ୍ତଙ୍କ ନାଁରେ ଏକାଧିକ ଥାନାରେ ୧୦ରୁ ଅଧିକ ମାମଲା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ