Masthead

କୃଷି ଆଇନ ବିରୋଧକୁ ବିରୋଧ

ଲହୁଣିପଡା(ବଡ଼ ଖବର ବ୍ୟୁରୋ):କୃଷି ଆଇନକୁ ବିରୋଧ କରି ସିପିଆଇ(ଏମ୍) ତରଫରୁ ବିକ୍ଷୋଭ ପଦର୍ଶନ କରାଯାଇଛି । କୃଷି ଆଇନକୁ ବିରୋଧ , ବିଦ୍ୟୁତ ବିଲ ପ୍ରତ୍ୟାହାର , ଧାନର ଅଭାବ ବିକ୍ରି, ଫସଲର ସହାୟକ ମୂଲ୍ୟ ବୃଦ୍ଧି, କୃଷକମାନଙ୍କର ଋଣ ଛାଡ଼ ଦାବିରେ ସିପିଆଇ(ଏମ) କର୍ମୀମାନେ ଶୋଭାଯାତ୍ରା ବାହାରି ନଗର ପରିକ୍ରମା କରିଥିଳେ । ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ନେତୃତ୍ୱରେ ଶୋଭାଯାତ୍ରାକାରୀମାନେ ବିଭିନ୍ନ ସ୍ଲୋଗାନ ଦେଇ ବଣାଇ ଉପଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ବଣାଇ ଉପଜିଲ୍ଲାପାଳ ପ୍ରଦୀପ କୁମାର ଡାଙ୍ଗଙ୍କୁ ଦାବିପତ୍ର ଦେଇଥିଲେ କ୍ଷଭୋଯାତ୍ରାକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ