କୃଷି ଆଇନ ବିରୋଧକୁ ବିରୋଧ

ଲହୁଣିପଡା(ବଡ଼ ଖବର ବ୍ୟୁରୋ):କୃଷି ଆଇନକୁ ବିରୋଧ କରି ସିପିଆଇ(ଏମ୍) ତରଫରୁ ବିକ୍ଷୋଭ ପଦର୍ଶନ କରାଯାଇଛି । କୃଷି ଆଇନକୁ ବିରୋଧ , ବିଦ୍ୟୁତ ବିଲ ପ୍ରତ୍ୟାହାର , ଧାନର ଅଭାବ ବିକ୍ରି, ଫସଲର ସହାୟକ ମୂଲ୍ୟ ବୃଦ୍ଧି, କୃଷକମାନଙ୍କର ଋଣ ଛାଡ଼ ଦାବିରେ ସିପିଆଇ(ଏମ) କର୍ମୀମାନେ ଶୋଭାଯାତ୍ରା ବାହାରି ନଗର ପରିକ୍ରମା କରିଥିଳେ । ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ନେତୃତ୍ୱରେ ଶୋଭାଯାତ୍ରାକାରୀମାନେ ବିଭିନ୍ନ ସ୍ଲୋଗାନ ଦେଇ ବଣାଇ ଉପଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ବଣାଇ ଉପଜିଲ୍ଲାପାଳ ପ୍ରଦୀପ କୁମାର ଡାଙ୍ଗଙ୍କୁ ଦାବିପତ୍ର ଦେଇଥିଲେ କ୍ଷଭୋଯାତ୍ରାକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ