Masthead

ବିରାଟ ଅଜଗର ଉଦ୍ଧାର

ଲଇକେରା (ବଡ଼ ଖବର ବ୍ୟୁରୋ): ବାଗଡ଼ିହି ବନବିଭାଗ କାର୍ଯ୍ୟାଳୟ ନିକଟରେ ରାସ୍ତା ପାରି ହେଉଥିବା ଏକ ୯ ଫୁଟର ଏକ ଅଜଗର ସାପ ଉଦ୍ଧାର କରାଯାଇଛି । ଶନିବାର ସନ୍ଧ୍ୟାରେ ଲଇକେରା- ବାଗଡ଼ିହି ମୁଖ୍ୟ ରାସ୍ତାରେ ଯାତାୟତ କରୁଥିବା ଲୋକେ ଅଜଗରକୁ ଦେଖି ବନବିଭାଗକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ସାପକୁ ଉଦ୍ଧାର କରିବା ସହ ସ୍ୱାସ୍ଥ୍ୟ ଅବସ୍ଥା ଯାଞ୍ଚ କରିଥିଲେ । ସାପଟି ସମ୍ପୂର୍ଣ୍ଣ ସୁସ୍ଥ ଥିବାରୁ ନିକଟ ଜଙ୍ଗଲରେ ଛାଡ଼ି ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ !