Masthead

ଗଛରେ ପିଟିହୋଇ ବାଇକ୍ ଆରୋହୀ ମୃତ

ଲଇକେରା (ବଡ଼ ଖବର ବ୍ୟୁରୋ): ଲଇକେରା ଥାନା ଅନ୍ତର୍ଗତ ଡୁଡୁକାବାହାଲ ଗାଁ ନିକଟରେ ଗଛରେ ପିଟିହୋଇ ବାଇକ୍ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବାମରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଛି। ସକାଳୁ ବାଇକରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ଦୁର୍ଘଟଣା ଘଟିଛି । ପୋଲିସର ସୂଚନା ଅନୁସାରେ ମୃତ ଯୁବକ ଜଣକ ହେଉଛନ୍ତି ବାଗଡିହି ଫାଣ୍ଡି ଅନ୍ତର୍ଗତ ତେଲିଡିହି ଗାଁର ସରୋଜ ମୁଣ୍ଡା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ