Masthead

ଲଖିମପୁର ଖେରୀ ମାମଲା; ଘଟଣାସ୍ଥଳରେ କ୍ରାଇମ ସିନ ରିକ୍ରିଏଟ କଲା SIT

ଲଖିମପୁର(ବଡ଼ ଖବର ବ୍ୟୁରୋ): ଥମିବାରେ ନାଁ ନେଉନି ଲଖିମପୁର ଖେରି ମାମଲା । ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ସେପଟେ ମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ର ଗିରଫ ହୋଇଥିବାର କଥା ଥମିନଥିବାବେଳେ ଘଟଣାଳସ୍ଥଳରେ SIT କ୍ରାଇମ ସିନ ରିକ୍ରିଏଟ କରିଥିବାର କଥା ସାମ୍ନାକୁ ଆସିଛି । ତେବେ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କେନ୍ଦ୍ର ଗୃହରାଜ୍ୟମନ୍ତ୍ରୀ ଅଜୟ ମିଶ୍ର ଟେନୀଙ୍କ ପୁଅ ଆଶିଷ ମିଶ୍ର, ତାଙ୍କ ତାଙ୍କ ଘନିଷ୍ଠ ସହଯୋଗୀ ଅଙ୍କିତ ଦାସ, ଗନମେନ୍‌ ଲତିଫ ଓ ଡ୍ରାଇଭର ଶେଖର ଭାରତୀଙ୍କୁ ନେଇ ଏସଆଇଟି ଏହି କ୍ରାଇମସିନ୍‌ ରିକ୍ରିଏଟ କରିଛି ।

ଏଥିଲାଗି ଏସଆଇଟି ୩ଟି ଏସୟୁଭିର ବ୍ୟବସ୍ଥା ମଧ୍ୟ କରିଥିଲା। ଯେପରି ଜଣାଯାଏ ସେହି ଦୁର୍ଭାଗ୍ୟପୂର୍ଣ୍ଣ ଦିନ ଅଭିଯୁକ୍ତମାନେ ୩ ଟି ଏସୟୁଭିକୁ ଦ୍ରୁତବେଗରେ ଆଣି ବିକ୍ଷୋଭରତ ଚାଷୀଙ୍କ ଉପରେ ଚଢାଇ ଦେଇଥିଲେ। ଠିକ ସେହିପରି ସିନ୍‌ ଏସଆଇଟି ରିକ୍ରିଏଟ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ