Masthead

ଲଖିମପୁର ହିଂସା, ଆସିଲା ପୋଷ୍ଟମର୍ଟମ ରିପୋର୍ଟ

ଲକ୍ଷ୍ନୌ (ବଡ଼ ଖବର ବ୍ୟୁରୋ) : ରବିବାର ଉତ୍ତର ପ୍ରଦେଶର ଲଖିମପୁର ଖେରୀ ହିଂସାରେ ୮ ଜଣଙ୍କ ମୃତ୍ୟୁ ଘଟିଛି । ସୋମବାର ସେମାନଙ୍କ ଶବ ବ୍ୟବଚ୍ଛେଦ କରାଯାଇଥିଲା । ଯାହାର ରିପୋର୍ଟ ସାମ୍ନାକୁ ଆସିଛି । ପୋଷ୍ଟମର୍ଟମ ରିପୋର୍ଟରୁ ଏହା ସମ୍ନାକୁ ଆସିଛି ଯେ ଘୋସାରିବା ଯୋଗୁଁ କେତେ ଜଣଙ୍କର ମୃତ୍ୟୁ ହୋଇଛି । ଆଉ କେତେକଙ୍କୁ ପିଟିପିଟି ହତ୍ୟା କରାଯାଇଛି । ରିପୋର୍ଟରୁ କୌଣସି ଗୁଳି ବାଜିବା ଉଲ୍ଲେଖ କରାଯାଇନାହିଁ ।

ସେପଟେ ମୃତ ୮ ଜଣଙ୍କ ମଧ୍ୟରେ ୪ ଜଣ ଚାଷୀ ଥିବା ବେଳେ ଆଉ ୪ ଜଣେ ବିଜେପି କର୍ମୀ ରହିଛନ୍ତି । ସେହିପରି ସ୍ଥାନୀୟ ସାମ୍ବାଦିକ ରମଣ କଶ୍ୟପ ମଧ୍ୟ ହିଂସାକାଣ୍ଡରେ ଜୀବନ ହରାଇଛନ୍ତି। ଲକ୍ଷ୍ମୀପୁର ଖେରୀରେ ଚାଷୀମାନେ ଆନ୍ଦୋଳନ କରୁଥିବା ବେଳେ ସେମାନଙ୍କ ଉପରେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ଗାଡ଼ି ମଡ଼ାଇ ଦେଇଥିବା ଅଭିଯୋଗ ହୋଇଥିଲା। ଏଥିସହ ସେଠାରେ ଗୁଳିକାଣ୍ଡ ଘଟିଥିବା ମଧ୍ୟ କୁହାଯାଇଥିଲା। ଆଜି ଶବ ବ୍ୟବଚ୍ଛେଦ ରିପୋର୍ଟରେ ୮ ଜଣଙ୍କ ମଧ୍ୟରୁ କେହି ବି ଗୁଳି ମାଡ଼ରେ ପ୍ରାଣ ହରାଇ ନଥିବା ସ୍ପଷ୍ଟ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ