Masthead

ଲଖିପୁର ହିଂସା ମାମଲା; ସୋନିଆ ଓ ଅଖିଳେଶ ଅଟକ

ବଡ଼ ଖବର ବ୍ୟୁରୋ: ଲଖିପୁର ହିଂସା ପରେ ରାଜନୀତି ବେଶ ସରଗରମ ହୋଇ ଉଠିଛି । ଏହା ମଧ୍ୟରେ ପ୍ରିୟଙ୍କା ଗାନ୍ଧିଙ୍କୁ ଉତ୍ତରପ୍ରଦେଶ ପୁଲିସ ଅଟକ ରଖିଥିବାର ଖବର ସାମ୍ନାକୁ ଆସିଛି । ସେପଟେ କେନ୍ଦ୍ରମନ୍ତ୍ରୀ ଓ ତାଙ୍କ ପୁଅଙ୍କ ନାମରେ ମାମଲା ରୁଜୁ ହୋଇଛି ।

ଏ ଘଟଣାକୁ ପ୍ରତିବାଦ କରି ହରିୟାଣାର ଅମଲା ଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବାର ସୂଚନା ମିଳିଛି । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନୀଙ୍କୁ ଲକ୍ଷେ୍ନø ଯିବାକୁ ମଧ୍ୟ ଅନୁମତି ମିଳିନାହିଁ । କେବଳ ପ୍ରିୟଙ୍କା ନୁହେଁ ବରଂ ତାଙ୍କ ସହ ଅଖିଳେଶ ଯାଦବଙ୍କୁ ମଧ୍ୟ ଅଟକ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା