Masthead

‘ନିର୍ବାଚନ ହାରିବା ପରେ ବିଦେଶରେ ମୋମୋ ପିଜାର ମଜା ନେବେ ମୋଦି’

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ):  ଆଗାମୀ ଲୋକସଭା ନିର୍ବାଚନରେ ପରାସ୍ତ ହେବେ ବୋଲି ଆଶଙ୍କା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଦେଶରେ ବସବାସ କରିବା ଲାଗି ଯୋଜନା କରୁଛନ୍ତି ବୋଲି ରବିବାର ଦିନ ପରିହାସ କରି ‘ଆର୍‌ଜେଡି’ ମୁଖ୍ୟ ଲାଲୁ ପ୍ରସାଦ ଯାଦବ କହିଛନ୍ତି। ସେ କହିଛନ୍ତି ଆସନ୍ତା ଲୋକ ସଭା ନିର୍ବାଚନରେ ପରାଜୟକୁ ନେଇ ସେ ଚିନ୍ତିତ ଅଛନ୍ତି ।

ତେଣୁ ସେ ବିଦେଶରେ ସ୍ଥାନ ଖୋଜୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତ ସମ୍ପର୍କରେ ସେ ଆହୁରି ମଧ୍ୟ କହିଛନ୍ତି, ସେ ବାହାରକୁ ଯିବାକୁ ଯୋଜନା କରୁଛନ୍ତି, ତେଣୁ ସେ ବାରମ୍ବାର ବିଦେଶ ଯାତ୍ରା କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି