ଲାଲୁଙ୍କୁ ମିଳିଲା ବେଲ, ରହିବେ କିନ୍ତୁ ଜେଲରେ

ପାଟଣା (ବଡ଼ ଖବର ବ୍ୟୁରୋ): ଲାଲୁଙ୍କୁ ମିଳିଲା ଜାମିନ । ରାଷ୍ଟ୍ରୀୟ ଜନତା ଦଳ ପାଇଁ ଖୁସୀ ଖବର  । ଚାରା ଘୋଟାଲା ମମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ମିଳିଛି ଜାମିନ । ଚାଇଁବାସା ଟ୍ରେଜେରୀ ମାମଲାରେ ଜାମିନ ପ୍ରଦାନ କରିଛନ୍ତି ଝାଡ଼ଖଣ୍ଡ ହାଇକୋର୍ଟ । ପୂର୍ବରୁ ତିନିଗୋଟି ମାମଲାରେ ଲାଲୁଙ୍କୁ ଜାମିନ ମିଳିସାରିଥିବା ବେଳେ ଦୁମକୋ ଟ୍ରଜେରୀ ମାମଲା ଏପର୍ଯନ୍ତ ଶୁଣାଣି ହୋଇନଥିବା କରଣରୁ ସେ ଜେଲରୁ ମୁକୁଳି ପାରିବେ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’