Masthead

ପୁଣି କୋର୍ଟରେ ହାଜର ହେବେ ଲାଲୁଙ୍କ ପରିବାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜମି ବଦଳରେ ଚାକିରି ଦେବା ମାମଲାରେ ଆଜି ପୁଣି ଦିଲ୍ଲୀର ରାଉଜ୍ ଆଭିନ୍ୟୁ କୋର୍ଟରେ ଶୁଣାଣି ହେବ । ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ, ସ୍ତ୍ରୀ ରାବ୍ରି ଦେବୀ, ଆରଜେଡି ଏମ୍‌ପି ତଥା ଲାଲୁଙ୍କ ଝିଅ ମିସା ଭାରତୀଙ୍କ କୋର୍ଟରେ ହାଜର ହେବେ । ଏହାପୂର୍ବରୁ ମାର୍ଚ୍ଚ ୧୫ରେ କୋର୍ଟ ୫୦ ହଜାର ଟଙ୍କା ମୁଚଲିକାରେ ଜାମିନ ପ୍ରଦାନ କରିଥିଲେ। ମାର୍ଚ୍ଚ ୬ରେ ସିବିଆଇ ଟିମ୍‌ ଲାଲୁଙ୍କ ପାଟନା ବାସଭବନରେ ରାବ୍ରି ଦେବୀଙ୍କୁ ପଚରାଉଚରା କରିଥିଲା।

ଏହା ପରେ ମାର୍ଚ୍ଚ ୧୦ରେ ରେଳବାଇରେ ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କ ପରିବାର ସଦସ୍ୟ ଏବଂ ସମ୍ପର୍କୀୟଙ୍କ ଘରେ ଇଡି ଚଢାଉ କରିଥିଲା। ଏହି ଚଢାଉରେ ନଗଦ ୧ କୋଟି ଟଙ୍କା, ଦେଢ କିଲୋରୁ ଅଧିକ ଓଜନର ସୁନା ଅଳଙ୍କାର, ଆମେରିକୀୟ ଡଲାର ଜବତ ହୋଇଥିବା ଇଡି ଟୁଇଟ୍‌ କରି ସୂଚନା ଦେଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ