ଜମି ଦୁର୍ନୀତି ମାମଲାରେ ଲାଲୁଙ୍କୁ ଜାମିନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ମିଳିଲା ଜାମିନ । ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ଏଥିସହ ଲାଲୁ ପ୍ରସାଦ ଯାଦବଙ୍କ ସ୍ତ୍ରୀ ରାବ୍ରି ଦେବୀ ଏବଂ ସେମାନଙ୍କ ଝିଅ ଏବଂ ଆରଜେଡି ସାଂସଦ ମିସା ଭାରତୀ ଜମି ବଦଳରେ ଚାକିରି ମାମଲାରେ ଜାମିନ ପ୍ରଦାନ କରାଯାଇଛି। ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଲାଲୁ ଯାଦବ, ମିସା ଭାରତୀ ଏବଂ ରାବ୍ରି ଦେବୀଙ୍କୁ ୫୦ ହଜାର ଟଙ୍କା ବ୍ୟକ୍ତିଗତ ମୁଚାଲିକାରେ ଜାମିନ ପ୍ରଦାନ କରିଛନ୍ତି।

ରେଳ ଚାକିରି ବଦଳରେ ଜମି ମାମଲାରେ ତିନିଜଣ ଅଭିଯୁକ୍ତ ବୁଧବାର ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରେ ହାଜର ହୋଇଥିଲେ। ଶୁଣାଣି ପରେ ଲାଲୁ ଯାଦବ, ମିସା ଭାରତୀ ଏବଂ ରାବ୍ରି ଦେବୀ କୋର୍ଟରେ ଜାମିନ ଆବେଦନ କରିଥିଲେ। ଏହି ତିନିଜଣଙ୍କ ଆବେଦନକୁ ଗ୍ରହଣ କରି କୋର୍ଟ ସମସ୍ତ ଅଭିଯୁକ୍ତଙ୍କୁ ବ୍ୟକ୍ତିଗତ ବଣ୍ଡରେ ଜାମିନ ଦେବାକୁ ନିର୍ଦ୍ଦେଶ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’