Masthead

ମାଟିତଳୁ ବିସ୍ଫୋରକ ଜବତ

ମାଲକାନଗିରି,(ବଡ଼ ଖବର ବ୍ୟୁରୋ): ଲାଲଗଡ଼ରୁ ବିପୁଳ ଅସ୍ତ୍ରଶସ୍ତ୍ର ଜବତ । ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳରେ ଭୁଷୁଡିବାରେ ଲାଗିଛି ମାଓବାଦୀଙ୍କ ସାମ୍ରାଜ୍ୟ । ଏକଦା ମାଓବାଦୀଙ୍କ ଅଭେଦ୍ୟ ଦୁର୍ଗଥିବା ସ୍ୱାଭିମାନ ଅଞ୍ଚଳରେ ଗୁରୁପ୍ରିୟା ସେତୁ ନିର୍ମାଣ ହେବା ପରଠାରୁ ମାଓ ସଂଗଠନ ଭୁଷିଡିବାରେ ଲାଗିଛି । ଆଜି କୁମ୍ବିଂ ବେଳେ ମାଟିତଳେ ଲୁଚାଯାଥିବା ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି ସୁରକ୍ଷା କର୍ମୀ । ଆଜି ସ୍ୱାଭିମାନ ଅଞ୍ଚଳର ମୁକୁଦିପାଲ୍ଲୀ, ଗୁରାସେତୁ, ବେଜିଙ୍ଗି, ଜମ୍ପଲୁର ଓ ପାରଲୁବନ୍ଧ ଗ୍ରାମରେ ବିଏସଏଫ- ଡିଭିଏଫ ବାହିନୀର ମିଳିତ କୁମ୍ବିଂ ବେଳେ ଗୁଇନ୍ଦା ସୂଚନା ଆଧାରଣରେ ମାଟିତଳୁ ବିପୁଳ ଅସ୍ତ୍ରଶସ୍ତ୍ର ସହ ବଷ୍ଫୋରକ ଜବତ କରାଯାଇଛି । ଜବତ ଅସ୍ତ୍ରଶସ୍ତ୍ର ମଧ୍ୟରେ ଗୋଟିଏ ବନ୍ଧୁକ, ଗୋଟିଏ କ୍ଲାଟିମର ବୋମା, କୋଡେକ୍ସ କେବୁଲ, ୮ଟି ଡିଟୋନେଟର, ୪୦କେଜିର ଅକ୍ସିଜେନ ସିଲିଣ୍ଡର, ଅନେକ ବିସ୍ଫୋରକ ସାମଗ୍ରୀ ରହିଛି । ଯବାନ ଓ ସାଧାରଣ ଲୋକଙ୍କୁ ଟାର୍ଗେଟ କରି ମାଓବାଦୀ ଏହି ଅସ୍ତ୍ରଶସ୍ତ୍ର ଲୁଚାଇ ରଖିଥିବା କହଛନ୍ତି ମାଲକାନଗିରି ଏସପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା