Masthead

ରାତି ୮ରୁ ଲ୍ୟାଣ୍ଡଫଲ୍

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ରାତି ୮ ଟାରୁ ଆରମ୍ଭ ହେବ ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା । ମଧ୍ୟରାତ୍ର ସୁଦ୍ଧା ଶେଷ ହେବ ଅବତରଣ ପ୍ରକ୍ରିୟା। ଗୋପାଳପୁରର ନିକଟତର ହେଉଛି ବାତ୍ୟା ଗୁଲାବ । ପାଣିପାଗ ବିଭାଗର ଅପଡେଟ ଯାହା ରହିଛି ଏବେ ଗୋପାଳପୁର ଠାରୁ ପୂର୍ବ ଦକ୍ଷିଣ ପୂର୍ବ ଦିଗକୁ ୧୦୦ କିଲୋମିଟର ଦୂରରେ ରହିଛି ଗୁଲାବ । ସେହିପରି କଳିଙ୍ଗପଟନମର ପୂର୍ବ ଓ ଉତ୍ତର ପୂର୍ବ ଦିଗକୁ ୧୦୫ କିଲୋମିଟର ଦୂରରେ ରହିଛି ଗୁଲାବ । ୨୪ କିଲୋମିଟର ବେଗରେ ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା । କଳିଙ୍ଗପଟନମ ଏବଂ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ତାଜା ବୁଲେଟିନ ମୁତାବକ, ସନ୍ଧ୍ୟା ସମୟରେ ଆରମ୍ଭ ହେବ ‘ବାତ୍ୟା ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହେବ । ଲ୍ୟାଣ୍ଡଫଲ ପ୍ରଭାବରେ ପବନର ବେଗ ୭୫ରୁ ୮୫ କିଲୋମିଟର ରହିବ । ସମୟ ସମୟରେ ୯୫ କିଲୋମିଟର ବେଗରେ ଝଟକା ଅନୁଭୁତ ହେବ । ଏହାର ପ୍ରଭାବ ଗଜପତି ଓ ଗଂଜାମ ଉପରେ ପବନ ର ବେଗ ଅଧିକ ରହିବ ।ଗୋପାଳପୁର ବନ୍ଦର ପାଇଁ ବିପଦ ସଂକେତ ୭ , ପୁରୀ ପାଇଁ ବିପଦ ସଂକେତ ୬ ଓ ପାରାଦ୍ୱୀପ ଏବଂ ଧାମରା ବନ୍ଦର ଗୁଡିକ ପାଇଁ ବିପଦ ସଂକେଟ ୩ ଜାରି କାରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା