Masthead

ତାଣ୍ଡବ ରଚିବ ବାତ୍ୟା ‘ମୋକା’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତାଣ୍ଡବ ରଚିବ ବାତ୍ୟା ‘ମୋକା’ । ‘ମୋକା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜି ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୩ଟା ଯାଏଁ ସାମୁଦ୍ରିକ ଝଡର ପିକ ଆୱାର ରହିବ । ବାଂଲାଦେଶ ଓ ମିଆଁମାର ଉପକୂଳରେ ଅତ୍ୟନ୍ତ ଭୀଷଣ ସାମୁଦ୍ରିକ ଝଡ ମୋକାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି ।

ଏହାର ପ୍ରଭାବରେ ବାଂଲାଦେଶ ଓ ମିଆଁମାର୍‌ ଉପକୂଳରେ ଅତି ପ୍ରବଳ ବର୍ଷା ସହିତ ଘଣ୍ଟା ପ୍ରତି ୨୦୦ କିଲୋମିଟର୍‌ ବେଗରେ ବତାସ ପ୍ରବାହିତ ହେଉଛି। ଏଥିପାଇଁ ପୂର୍ବରୁ ବାଂଲାଦେଶ ପାଣିପାଗ ବିଶେଷଜ୍ଞମାନେ କକ୍ସ ବଜାର ସମୁଦ୍ରବନ୍ଦର, ଚଟ୍ଟଗ୍ରାମ ଏବଂ ପେରା ବନ୍ଦର ପ୍ରତି ସତର୍କ ସୂଚନା ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି