Masthead

ଜାମ୍ମୁ-କାଶ୍ମୀରରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ଜଣେ ଯବାନଙ୍କ ମୃତ୍ୟୁ ସମେତ ୨ଯବାନ ଆହତ

ଜାମ୍ମୁ-କାଶ୍ମୀରରେଡ଼ୋମିନେସନ୍ ପେଟ୍ରୋଲିଂ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ଜଣେ ଯବାନଙ୍କ ମୃତ୍ୟୁ ସମେତ ୨ଯବାନ ଆହତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାମ୍ମୁ-କାଶ୍ମୀରର ପୁଞ୍ଚ ଜିଲ୍ଲାରେ ରେ ନିୟନ୍ତ୍ରଣ ରେଖା ରେ ଶୁକ୍ରବାର ଏକ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଜଣେ ସେନାଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଯବାନ ଆହତ ଅଛନ୍ତି । କୃଷ୍ଣା ଘାଟି ବ୍ରିଗେଡ଼ର ଜେନେରାଲ ଅଞ୍ଚଳରେ ଡ଼ୋମିନେସନ୍ ପେଟ୍ରୋଲିଂ କରୁଥିବା ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ଘଟିଥିଲା । ଏହି ର୍ଦୁଘଟଣାରେ ୭ ଜାଟ୍ ରେଜିମେଣ୍ଟର ଲଳିତ କୁମାର ଅଗ୍ନିବୀର ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଯବାନ ଆହତ ଅଛନ୍ତି । ଆହତ ଯବାନମାନଙ୍କୁ ଏକ ସାମରିକ ହସ୍ପିଟାଲକୁ ସ୍ତାନାନ୍ତରିତ କରାଯିବା ସହ ସେଠାରେ ସେ ଚିକିତ୍ସାଧିନ ଅବସ୍ତାରେ ଅଛନ୍ତି । ଭାରତୀୟ ସେନାର ହ୍ୱାଇଟ୍ ନାଇଟ୍ କର୍ପସ୍ ୭ ଜାଟ୍ ରେଜିମେଣ୍ଟର ଲଳିତ କୁମାରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା