Masthead

ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଜମିପଟ୍ଟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୀର୍ଘ ଦିନର ସଂଘର୍ଷ ପରେ ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ନ୍ୟାୟ । ନଦୀବନ୍ଧ ନିର୍ମାଣ ପାଇଁ ହୀରାକୁଦ ବିସ୍ଥାପିତ ହୋଇଥିବା ଲୋକଙ୍କୁ ଜମିପଟ୍ଟା ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏ ନେଇ ଡିସେମ୍ବର ପହିଲାରୁ ଝାରସୁଗୁଡ଼ାରେ ପଟ୍ଟା ବଣ୍ଟନ ହେବ । ଏହି ପଟ୍ଟା ବଣ୍ଟନ ଦ୍ୱାରା ୧୭ଶହରୁ ଅଧିକ ପରିବାର ଉପକୃତ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ