Masthead

ବାୟାପଡ଼ା ଘାଟିରେ ଭୂସ୍ଖଳନ, ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି (ବଡ଼ ଖବର ବ୍ୟୁରୋ):  ପ୍ରବଳ ବର୍ଷା ଯୋଗୁଁ ନାକାମାମୁଡି ପଞ୍ଚାୟତ ବାୟାପଡା ଘାଟିରେ ଭୂସ୍ଖଳନ। ମାଲକାନଗିରିର ଜିଲ୍ଲା କୁଡୁମୁଲୁଗୁମ୍ମା ପଞ୍ଚାୟତ ଠାରୁ ପ୍ରାୟ ୫ କିଲୋମିଟର ଦୂରରେ ହୋଇଛି ଭୂସ୍ଖଳନ । ବାୟାପଡ଼ା ଏବଂ ଓରିଙ୍ଗ ଗ୍ରାମ ମଝିରେ ଭୂସ୍ଖଳନ ହୋଇଥିବା ଜଣାପଡିଛି ।

ଭୂସ୍ଖଳନ ଯୋଗୁଁ ନକାମାମୁଡ଼ି ପଞ୍ଚାୟତର ପ୍ରଭାବିତ ହୋଇଛି ୧୫ ଗାଁ। ୧୫ ଗାଁ ଏବେ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ହେଇଥିବା ଭୂସ୍ଖଳନ ହୋଇଥିବା ସୂଚନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ