Masthead

ବାୟାପଡ଼ା ଘାଟିରେ ଭୂସ୍ଖଳନ, ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି (ବଡ଼ ଖବର ବ୍ୟୁରୋ):  ପ୍ରବଳ ବର୍ଷା ଯୋଗୁଁ ନାକାମାମୁଡି ପଞ୍ଚାୟତ ବାୟାପଡା ଘାଟିରେ ଭୂସ୍ଖଳନ। ମାଲକାନଗିରିର ଜିଲ୍ଲା କୁଡୁମୁଲୁଗୁମ୍ମା ପଞ୍ଚାୟତ ଠାରୁ ପ୍ରାୟ ୫ କିଲୋମିଟର ଦୂରରେ ହୋଇଛି ଭୂସ୍ଖଳନ । ବାୟାପଡ଼ା ଏବଂ ଓରିଙ୍ଗ ଗ୍ରାମ ମଝିରେ ଭୂସ୍ଖଳନ ହୋଇଥିବା ଜଣାପଡିଛି ।

ଭୂସ୍ଖଳନ ଯୋଗୁଁ ନକାମାମୁଡ଼ି ପଞ୍ଚାୟତର ପ୍ରଭାବିତ ହୋଇଛି ୧୫ ଗାଁ। ୧୫ ଗାଁ ଏବେ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ହେଇଥିବା ଭୂସ୍ଖଳନ ହୋଇଥିବା ସୂଚନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ