Masthead

ନେପାଳରେ ଭୂସ୍ଖଳନ, ୫ ମୃତ

ନେପାଳ (ବଡ଼ ଖବର ବ୍ୟୁରୋ):  ନେପାଳରେ ମୌସୁମୀ ଯୋଗୁଁ ଭୀଷଣ ବର୍ଷା । ଫଳରେ ବନ୍ୟା ଓ ଭୟଙ୍କର ଭୂସ୍ଖଳନ ହୋଇଛି । ୫ଜଣଙ୍କର ମୃତ୍ୟୁ ହେଇଥିବାଳେ ୧୮ଜଣ ନିଖୋଜ ଥିବା ସୂଚନା ରହିଛି । ରାଷ୍ଟ୍ରୀୟ ବିପର୍ୟ୍ୟୟ ପ୍ରବନ୍ଧନ ଓ ପ୍ରାଧିକରଣ ତଥ୍ୟ ଅନୁସାରେ ଭୀଷଣ ବର୍ଷା ଯୋଗୁଁ କୋଶୀର ଏକାଧିକ ଜିଲ୍ଲାରେ ବିଶେଷତଃ ତାପ୍ଲେଜଙ୍ଗ, ପଞ୍ଚଥର, ସଂଖୁବାସଭା, ଓ ତେରହଥୁମରେ ପ୍ରକୃତିର ପ୍ରଳୟ ରୂପ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା