ଗଙ୍ଗୋତ୍ରୀ ରାସ୍ତାରେ ଭୂସ୍ଖଳନ, ପୋତି ହୋଇଗଲା ୩ ଯାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ଉତ୍ତରାଖଣ୍ଡ ଉତ୍ତରକାଶୀ ଜିଲାର ଗଙ୍ଗୋତ୍ରୀରେ ପ୍ରବଳ ବର୍ଷା ଯୋଗୁ ଘଟିଛି ଭୂସ୍ଖଳନ । ଏହି ଭୂସ୍ଖଳନରେ ୩ଟି ଯାନ ପୋତି ହୋଇଯାଇଥିବା ସୂଚନା ମିଳିଛି । ଯେଉଁଥିରେ ମଧ୍ୟପ୍ରଦେଶର ୪ ଜଣ ତୀର୍ଥଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଭଟୱାଡିର ସବ-କଲେକ୍ଟର ଚତର ସିଂ ଚୌହାନ କହିଛନ୍ତି, ଗଙ୍ଗୋତ୍ରୀ ଜାତୀୟ ରାଜପଥରେ ଥିବା ଗଙ୍ଗନାନି ବ୍ରିଜ୍ ନିକଟ ପାହାଡରୁ ଭୂସ୍ଖଳନ ଓ ବୋଲ୍ଡର ଖସିପଡିବାରୁ ତିନିଜଣ ଯାତ୍ରୀବାହୀ ଯାନ ତଳେ ପୋତି ହୋଇଯାଇଥିଲେ। ସୂଚନା ପାଇ ପୋଲିସ ଏବଂ ରାଜ୍ୟ ବିପର୍ୟ୍ୟୟ ମୁକାବିଲା ଫୋର୍ସ ଟିମ ଘଟଣାସ୍ଥଳରେ ପହଞ୍ଚିଥିଲେ । ପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’