ଏପ୍ରିଲ ୧୫ରେ ସରିବ ଦଶପଲ୍ଲା ଲଙ୍କାପୋଡ଼ି ଯାତ୍ରା

ଦଶପଲ୍ଲା (ବଡ଼ ଖବର ବ୍ୟୁରୋ): ୨୨୧ବର୍ଷରେ ଦଶପଲ୍ଲା ଲଙ୍କାପୋଡ଼ି ଯାତ୍ରା। ୧୮୦୨ରେ ଦଶପଲ୍ଲାର କୁଞ୍ଜ ବନଗଡ ଗ୍ରାମରୁ ସୃଷ୍ଟି ଏହି ଯାତ୍ରା ଆଜି ଗଣପର୍ବରେ ପରିଣତ ହୋଇଛି । କୁଞ୍ଜ ବନଗଡ ଲୋକକଳା ଗ୍ରାମର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଛି । ଚଳିତ ବର୍ଷ ଶ୍ରୀରାମ ନବମୀ ଠାରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଯାତ୍ରାର ମୁଖ୍ୟ ଆକର୍ଷଣ ୪୨ ଫୁଟର କାଠ ନିର୍ମିତ ରାବଣ, ପୁଷ୍ପକ ବିମାନ । ଲଙ୍କାପୋଡି ଯାତ୍ରାରେ ଦଶପଲ୍ଲାର ୧୦୦ ରୁ ଉର୍ଦ୍ଧ କଳାକାର ଅଭିନୟ କରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ