Masthead

ତାଇୱାନରେ ବଡ଼ ଧରଣର ଅଗ୍ନିକାଣ୍ଡ; ୪୬ ଜଣଙ୍କ ମୃତ୍ୟୁ

ବଡ଼ ଖବର ବ୍ୟୁରୋ: ତାଇୱାନର ଏକ ୧୩ ମହଲା ବିଶିଷ୍ଟ ବିଲଡିଂରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ୪୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିବାର ସୂଚନା ମିଳିଛି । ତେବେ ରାତି ପ୍ରାୟ ୩ଟି ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ଏହା ପରେ ୫୫ ଜଣଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା । ସେଥିମଧ୍ୟରୁ ୧୪ ଜଣଙ୍କର ମୃତ୍ୟୁ ଘଟିଥିଲା ।

ହେଲେ ବର୍ତ୍ତମାନ ସୁଦ୍ଧା ଏହି ମୃତ୍ୟୁ ସଂଖ୍ୟା ୪୬ରେ ପହଞ୍ଚିଛି । ଅନ୍ୟପଟେ ଘଟଣାସ୍ଥଳରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ସେପଟେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି । ଅଗ୍ନିକାଣ୍ଡର ମୂଳ କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିଜିଲାନ୍ସ ଜାଲରେ RI 🔴 ରାଜ୍ୟରେ ୫ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ 🔴 ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ 🔴  ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା 🔴 ପାଟଣାଗଡ଼ ପାର୍ସଲ୍ ବୋମା ମାମଲା, ଆଜି ଆସିବ ରାୟ 🔴 ମୋଦିଙ୍କ ବିଦେଶୀ ସାମଗ୍ରୀ ବର୍ଜନ ଅପିଲ 🔴 ‘ଇଟାର ଜବାବ ପଥରେ ଦେବୁ’ 🔴 ବେଆଇନ ବନ୍ଧୁକ ତିଆରି କାରଖାନା ଠାବ 🔴 ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା 🔴 ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ 🔴 ଭିଜିଲାନ୍ସ ଜାଲରେ RI 🔴 ରାଜ୍ୟରେ ୫ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ 🔴 ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ 🔴  ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା 🔴 ପାଟଣାଗଡ଼ ପାର୍ସଲ୍ ବୋମା ମାମଲା, ଆଜି ଆସିବ ରାୟ 🔴 ମୋଦିଙ୍କ ବିଦେଶୀ ସାମଗ୍ରୀ ବର୍ଜନ ଅପିଲ 🔴 ‘ଇଟାର ଜବାବ ପଥରେ ଦେବୁ’ 🔴 ବେଆଇନ ବନ୍ଧୁକ ତିଆରି କାରଖାନା ଠାବ 🔴 ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା 🔴 ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ