Masthead

ତାଇୱାନରେ ବଡ଼ ଧରଣର ଅଗ୍ନିକାଣ୍ଡ; ୪୬ ଜଣଙ୍କ ମୃତ୍ୟୁ

ବଡ଼ ଖବର ବ୍ୟୁରୋ: ତାଇୱାନର ଏକ ୧୩ ମହଲା ବିଶିଷ୍ଟ ବିଲଡିଂରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ୪୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିବାର ସୂଚନା ମିଳିଛି । ତେବେ ରାତି ପ୍ରାୟ ୩ଟି ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ଏହା ପରେ ୫୫ ଜଣଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା । ସେଥିମଧ୍ୟରୁ ୧୪ ଜଣଙ୍କର ମୃତ୍ୟୁ ଘଟିଥିଲା ।

ହେଲେ ବର୍ତ୍ତମାନ ସୁଦ୍ଧା ଏହି ମୃତ୍ୟୁ ସଂଖ୍ୟା ୪୬ରେ ପହଞ୍ଚିଛି । ଅନ୍ୟପଟେ ଘଟଣାସ୍ଥଳରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ସେପଟେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି । ଅଗ୍ନିକାଣ୍ଡର ମୂଳ କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ