Masthead

ଚାଲିଛି ବାହାର କାନ୍ଥର ଲେଜର ସ୍କାନିଂ

ପୁରୀ (ବଡ଼ ଖବର ବ୍ୟୁରୋ): ହାଇଲେବଲ କମିଟି ଗଠନକୁ ଡ଼ର । ଲେଜର ସ୍କାନିଂ ଉପରେ ନଜର । ୫ ବର୍ଷ ତଳୁ ଜଣାପଡ଼ିଲାଣି ଭିତର ରତ୍ନଭଣ୍ଡାର ସ୍ଥିତି ଦୁର୍ବଳ । ଆରମ୍ଭ ହୋଇଛି ରତ୍ନଭଣ୍ଡାର ବାହାର କାନ୍ଥର ଲେଜର୍ ସ୍କାନିଂ । ରତ୍ନଭଣ୍ଡାରର ଘଣ୍ଟିଦ୍ୱାର ଓ ନାଭିକଟା ମଣ୍ଡପର ମଝି ଅଂଶରେ ତିନୋଟି ସ୍ଥାନରେ ଲେଜର ସ୍କାନ କରାଯାଉଛି। ୧୫ ଦିନର ସମୟ ମଧ୍ୟରେ ରତ୍ନଭଣ୍ଡାର ସ୍ଥିତି ସମ୍ପର୍କରେ ରିପୋର୍ଟ ଦେବ ଏଏସଆଇ ।

ଆଜି ବାହାର କାନ୍ଥର ଲେଜର ସ୍କାନିଂ କରାଯାଉଛି । ଦକ୍ଷିଣ ପାଶ୍ୱର କାନ୍ଥର ଅନୁଧ୍ୟାନ କରାଯାଉଛି । ପ୍ରଥମ ଦିନରେ ଅମୁହାଁ ଦେଉଳର ଉତର-ପଶ୍ଚିମ ଓ ଉତର-ପୂର୍ବର ୩୭ଟି ପଏଂଟରେ ଲେଜର ସ୍କାନିଂ ଡକୁମେଂଟେସନ ଶେଷ ହୋଇଛି । ଲେଜର ସ୍କାନିଂ କ୍ୟାମେରା ୩୬୦ ଡିଗ୍ରୀରେ ୩ଡି ଫଟୋ ଉତୋଳନ କରାଯାଉଛି । କେତେ ଜାଗାରେ ଫାଟ ରହିଛି, ଏହା କେଉଁ ଅବସ୍ଥାରେ ରହିଛି, ସବୁର ଟିକିନିକି ଯାଂଚ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ