Masthead

ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗ, ଆସନ୍ତାକାଲି ରତ୍ନଭଣ୍ଡାରର ଲେଜର ସ୍କାନିଂ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗ । ଆସନ୍ତାକାଲି ହେଵ ରତ୍ନଭଣ୍ଡାରର ଲେଜର୍ ସ୍କାନିଂ। ରତ୍ନଭଣ୍ଡାରର ସ୍ଥିତିକୁ ନେଇ ଏଏସଆଇ ଦେବ ଫାଇନାଲ୍ ରିପୋର୍ଟ। ଏଏସଆଇ ରିପୋର୍ଟକୁ ବୈଷୟିକ ଟିମ୍ କରିବ ସମୀକ୍ଷା। ରିପୋର୍ଟ ଆସିବା ପରେ ରତ୍ନଭଣ୍ଡାର ପ୍ରସଙ୍ଗରେ ନିଷ୍ପତ୍ତି ନିଆଯିବ। ରତ୍ନଭଣ୍ଡାରରେ ଯଦି ଫାଟ ଥିବ ପ୍ରଶ୍ନରେ ପ୍ରତିକ୍ରିୟା ରଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ୍ ଦାସ । ଯଦି,, କିନ୍ତୁ,, ପରନ୍ତୁର ପ୍ରଶ୍ନ ନାହିଁ। ଏଏସଆଇ ରିପୋର୍ଟ ଆଧାରରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ