Masthead

କବର ନେଲା ହାଇଦର

ଭୁବନଶ୍ୱେର(ବଡ଼ ଖବର ବ୍ୟୁରୋ): ଗ୍ୟାଙ୍ଗଷ୍ଟର ହାଇଦରର ଶେଷକୃତ୍ୟ ସଂପନ୍ନ । ପରିବାର ଲୋକ କବର ସ୍ଥଳରେ କିଛି ସମୟ ଉପସ୍ଥିତ ଥିଲେ। କିଛି ଲୋକଙ୍କୁ ନେଇ ବିଧି ସଂପନ୍ନ କରାଯାଇଥିଲା । ବାଲେଶ୍ୱରରେ ଶବ ବ୍ୟବଛେଦ ପରେ କଡ଼ା ସୁରକ୍ଷା ବଳୟ ଭିତରେ ହାଇଦରର ମରଶରୀରକୁ କେନ୍ଦ୍ରାପଡା ଅଣାଯାଇଥିଲା।

ମର ଶରୀରକୁ ଘରକୁ ନେବାକୁ ଅନୁମତି ଦିଆଯାଇନଥିଲା । ପୋଲିସ ସିଧାସଳଖ କବର ସ୍ଥଳକୁ ନେଇଥିଲା । ଘଟଣାସ୍ଥଳରେ ଆଇଜି ନରସିଂହ ଭୋଳ ଓ ଏସ.ପି ଓ ପୋଲିସ ଫୋର୍ସ ଉପସ୍ଥିତ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର