Masthead

ପରଲୋକରେ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରାର ଚେୟାରମ୍ୟାନ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତର ସର୍ବ ପୁରାତନ ବିଲିୟନିୟର ତଥା ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରାର ଚେୟାରମ୍ୟାନ୍ ଏମିରିଟସ୍ କେଶବ ମହିନ୍ଦ୍ରାଙ୍କ ପରଲୋକ । ମୃତ୍ୟୁବେଳେକୁ ତାଙ୍କୁ ୯୯ ବର୍ଷ ହୋଇଥିଲା । ସେ ୧୯୬୨ ରୁ ୨୦୧୨ ପର୍ଯ୍ୟନ୍ତ ୪୮ ବର୍ଷ ଧରି ମହିନ୍ଦ୍ରା ଏବଂ ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ ଥିଲେ। ବର୍ତ୍ତମାନ ତାଙ୍କ ପୁତୁରା ଆନନ୍ଦ ମହିନ୍ଦ୍ରା ଏହି ପୋଷ୍ଟରେ ଅଛନ୍ତି। ସମ୍ପ୍ରତି, ଫୋର୍ବସ ତାଙ୍କୁ ଭାରତର ସର୍ବ ପୁରାତନ ବିଲିୟନେୟାର ଭାବରେ ନାମିତ କରିଛି । ଯାହାଙ୍କର ସମ୍ପତ୍ତି ୧.୨ ବିଲିୟନ ଡଲାର ଅଟେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନ ଲିଙ୍କ୍, ଯୁବକଙ୍କୁ ଉଠାଇନେଲା ପୋଲିସ 🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ଆଜିଠୁ କଲବଲ କରିବ ତାତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ 🔴 ଆଜି ବି ପ୍ରବଳ ବର୍ଷିବ 🔴 ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ପାକିସ୍ତାନ ଲିଙ୍କ୍, ଯୁବକଙ୍କୁ ଉଠାଇନେଲା ପୋଲିସ 🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ଆଜିଠୁ କଲବଲ କରିବ ତାତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ 🔴 ଆଜି ବି ପ୍ରବଳ ବର୍ଷିବ 🔴 ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍