Masthead

ନୀତିରେ ବିଳମ୍ବ, ୩ ଘଣ୍ଟା ବିଳମ୍ବରେ ଉଠିଲା ମହାଦୀପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଁ ନମଃ ଶିବାୟ ଧ୍ୱନୀରେ ପ୍ରକମ୍ପିତ ହେଲା ଏକାମ୍ର କ୍ଷେତ୍ର । ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମରେ ଭକ୍ତିମୟ ହୋଇପଡିଥିଲା ଲିଙ୍ଗରାଜ ମନ୍ଦିର ପରିବେଶ । ଚଳିତ ବର୍ଷ ଲିଙ୍ଗରାଜ ମନ୍ଦିରରେ ୩ ଘଂଟା ବିଳମ୍ବରେ ଉଠିଛି ମହାଦୀପ । ରାତି ଗୋଟାଏରେ ଉଠିଥିଲା ମହାଦୀପ । ରାତି ୩ ଟା ପର୍ୟ୍ୟନ୍ତ ଏକାମ୍ର କ୍ଷେତ୍ରରେ ଜନସମାଗମ ଦେଖିବାକୁ ମିଳିଥିଲା । ତେବେ ଏହାରି ଭିତରେ ଶେଷ ହୋଇଛି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ଓ ଜାଗରଯାତ୍ରା । ମହାଦୀପ ଉଠିବା ସମୟରେ ସମ୍ପୂର୍ଣ୍ଣ ଲିଙ୍ଗରାଜ ମିନ୍ଦର ପରିସର ଭକ୍ତିମୟ ହୋଇପଡିଥିଲା । ରାତି ୧୦ଟାରେ ମହାଦୀପ ଉଠିବ ବୋଲି ନୀତି ନିର୍ଘଣ୍ଟ ହୋଇଥିଲା । କିନ୍ତୁ ନୀତିରେ ବିଳମ୍ବ ହେବା ଯୋଗୁଁ ମହାଦୀପ ଉଠିବାକୁ ୩ ଘଣ୍ଟା ବିଳମ୍ବ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର