Masthead

ରେସରଲଙ୍କୁ ପୋଲିସର ଆକ୍ରମଣ ଅଭିଯୋଗ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରେସଲର ପୋଲିସ ଧସ୍ତାଧସ୍ତି । ରାତିଅଧରେ ରେସଲରଙ୍କ ଉପରେ ପୋଲିସ ଆକ୍ରମଣ କରିଥିବା ଅଭିଯୋଗ । ମିଡନାଇଟରେ ଜନ୍ତରମନ୍ତରରେ ହାଇଡ୍ରାମା । ଦିଲ୍ଲୀ ଜନ୍ତରମନ୍ତରରେ କୁସ୍ତିଯୋଦ୍ଧାଙ୍କ ଧାରଣା ଚାଲିଥିବା ବେଳେ ବିଳମ୍ବିତ ରାତିରେ ହଙ୍ଗାମା ଦେଖିବାକୁ ମିଳିଛି । ପୋଲିସ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ଆଣିଛନ୍ତି ଭିନେଶ ଫୋଗଟ୍ । ଘଟଣାରେ କିଛି କୁସ୍ତିଯୋଦ୍ଧା ଆହତ ହୋଇଥିବା ମଧ୍ୟ ସୂଚନା ମିଳିଛି । ଏକ ଫୋଲଡିଂ ବେଡ୍ ନେଇ କୁସ୍ତିଯୋଦ୍ଧାଙ୍କ ଧାରଣାସ୍ଥଳରେ ପହଂଚିଥିଲେ ଆପ୍ ନେତା ସୋମନାଥ ଭାରତୀ । ଏଥିପାଇଁ ଅନୁମତି ନେଇନଥିବାରୁ ତାଙ୍କୁ ଅଟକାଇଥିଲା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ