Masthead

ପ୍ରବୀର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି

ଭଦ୍ରକ, (ବଡ଼ ଖବର ବ୍ୟୁରୋ): ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା। ଓଡ଼ିଆ ସାମ୍ବାଦିକତା ଜଗତରେ ଲିଭିଗଲା ଆଉ ଗୋଟିଏ ଦୀପ। ଗୁରୁବାର ଓଡ଼ିଆ ସାମ୍ବାଦିକ ଜଗତର ଆଗଧାଡ଼ିର ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ଦେହାନ୍ତ ହୋଇଛି। ତାଙ୍କ ଅକାଳ ବିୟୋଗରେ ସମଗ୍ର ଗଣମାଧ୍ୟମ ଜଗତରେ ଖେଳିଯାଇଛି ଶୋକର ଛାୟା। ତାଙ୍କ ଆତ୍ମାର ସଦଗତି ପାଇଁ ଆଜି ଭଦ୍ରକ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଶୋଭାଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ବାହାରି ଟାଉନ ହଲ ପର୍ଯ୍ୟନ୍ତ ଯାଇଥିଲା। ଏଥିରେ ପ୍ରବୀର ଭାଇ ଅମର ରହେ ନାରା ଦିଆଯାଇଥିଲା। ଟାଉନ ହଲରେ ଏହି ଶୋଭାଯାତ୍ରା ପହଞ୍ଚି ସେଠାରେ ଏକ ମିନିଟ ନିରବ ପ୍ରାର୍ଥନା କରଯାଇ ତାଙ୍କ ଆତ୍ମାର ସଦଗତି କାମନା କରାଯାଇଥିଲା। ଶେଭାଯାତ୍ରାରେ ଭଦ୍ରକର ସମସ୍ତ ସମ୍ବାଦିକ ଯୋଗଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ