Masthead

ହ୍ରାସ ପାଉଛି କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ଦେଶରେ କରୋନା କାୟା ବିସ୍ତାର କରିବାରେ ଲାଗିଛି । ପ୍ରତିଦିନ ଗଡୁଛି ଶତାଧିକ ମୁଣ୍ଡ । ୨୪ ଘଣ୍ଟା ଭିତରେ ୬୧,୨୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୮୪ଜଣଙ୍କ ମୃତ୍ୟୁ ହୋଇଛି । ଆକ୍ଟିଭ କେସ୍ ୯,୧୯,୦୨୩ ରହିଥିବା ବେଳେ ୫୬,୬୨,୪୯୦ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୬ଲକ୍ଷ ୮୫ ହଜାର ୮୩କୁ ବୃଦ୍ଧି ପାଇଛି । ସେହିପରି ମୃତ୍ୟୁସଂଖ୍ୟା ୧ଲକ୍ଷ ୩ହଜାର ୫୬୯ରେ ପହଞ୍ôଚଛି । ତେବେ ପୂର୍ବ ଅପେକ୍ଷା କରୋନା ମୃତ୍ୟୁୁ ସଂଖ୍ୟା ହ୍ରାସ ପାଇଥିବା ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା