Masthead

ଆସନ୍ତା ୩ଦିନ ଯାଏଁ ଘନ କୁହୁଡ଼ି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଶୀତର ପ୍ରକୋପ । ଆସନ୍ତା ୭ ତାରିଖ ସକାଳ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଘନ କୁହୁଡ଼ି ଆଶଙ୍କା ରହିଛି । କେତକ ସ୍ଥାନରେ ୫୦ମିଟର ପରେ ଆଉ କିଛି ଦେଖାଯାଉ ନାହିଁ । ଯାନବାହାନ ଚାଳକମାନଙ୍କୁ ଅଧିକ ସର୍ତକ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଶନିବାର ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ରହିଛି । ବୌଦ୍ଧ, ସୁନ୍ଦରଗଡ଼, ଅନୁଗୁଳ, କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ହୋଇପାରେ । ଯାହାକି ଚାଳକଙ୍କୁ ସମସ୍ୟା ସୃଷ୍ଟି କରିପାରେ । ୫ ତାରିଖ ବିଳମ୍ବିତ ରାତିରେ ଓ ୬ ତାରିଖ ଭୋର ସମୟରେ ଉତ୍ତର ଉପକୂଳ ସହ ଅନୁଗୁଳ, କଳାହାଣ୍ଡି, ମୟୁରଭଞ୍ଜ, ଖୋର୍ଦ୍ଧା, ଢେଙ୍କାନାଳ ଜିଲ୍ଲାରେ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ