Masthead

କାଲି କଳାହାଣ୍ଡିରେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ବୁଧବାର କଳାହାଣ୍ଡି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଜିଲ୍ଲାରେ ଚାଲିଛି ଜୋରଦାର ପ୍ରସ୍ତୁତି । ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବା ସହିତ ଉଦଘାଟନ କରିବାର କାର୍ୟ୍ୟକ୍ରମ ରହିଛି । ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୦୦ ସିଟର ସହିଦ୍ ରେଣ୍ଡୋ ମାଝୀ ମେଡ଼ିକାଲ ଓ କଲେଜ, ଭବାନୀପାଟଣାର ନୂତନ ବସ ଟର୍ମିନାଲ, ଲକ୍ଷ୍ମୀ ଯୋଜନା ଉଦଘାଟନ କରିବେ ଏହା ସହିତ ଏକ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ୟ୍ୟକ୍ରମ ରହିଛି । ଲକ୍ଷ୍ମୀ ଯୋଜନାରେ ୬୩ଟି ବସ୍ ପଞ୍ଚାୟତ ଠାରୁ ବ୍ଲକ ଏବଂ ବ୍ଲକ ଠାରୁ ଜିଲ୍ଲା ହେଡ଼କ୍ଵାଟରକୁ ଗଡିବ ବସ । ଏଥିପାଇଁ ଜିଲ୍ଲାରେ ୩୨୬ ଟି ବସଷ୍ଟପେଜ ନିର୍ମାଣ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି