Masthead

‘ମୋ ବୁଥ୍ ଆପ୍’ ଉନ୍ମୋଚନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ‘ମୋ ବୁଥ୍ ଆପ୍’ ଉନ୍ମୋଚନ କଲେ ସିଇଓ ନିକୁଞ୍ଜ ବିହାରୀ ଧଳ । ସହରାଞ୍ଚଳ ଭୋଟରଙ୍କୁ ସଚେତନ ପାଇଁ ‘ମୋ ବୁଥ୍ ଆପ୍’ ଉନ୍ମୋଚନ କରିଛନ୍ତି ସିଇଓ । ଏହି ଆପ୍ ଓ ୱେବସାଇଟ ମାଧ୍ୟମରେ ବୁଥ୍ ସମ୍ପର୍କରେ ସବୁ ତଥ୍ୟ ଜାଣି ହେବ । ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ନିର୍ବାଚନଣ୍ଡଳିରେ ୭୫.୬୮% ମତଦାନ ହୋଇଛି । ସବୁଠୁ ଅଧିକ ନବରଙ୍ଗପୁର, ସବୁଠୁ କମ୍ ବ୍ରହ୍ମପୁରରେ ମତଦାନ ହୋଇଛି । ସ୍ୱାଭିମାନ ଅଞ୍ଚଳର ୨୩ ବୁଥ୍‌ରେ ଚଳିତ ବର୍ଷ ୮% ଅଧିକ ଭୋଟିଂ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି