Masthead

ଗଞ୍ଜାମରୁ ସ୍ମାର୍ଟ କ୍ଲାସର ଶୁଭାରମ୍ଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶନିବାରଠୁ ଆସନ୍ତା ୩୦ ତାରିଖ ଭିତରେ ଗଞ୍ଜାମରେ ରହିବେ ୧୦୯ ବିଧାୟକ। ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀର ଶେରଗଡ଼ ଓ ହିଞ୍ଜିଳି ବ୍ଲକର ୫୦ ଟି ବିଦ୍ୟାଳୟର ସ୍ମାର୍ଟ କ୍ଲାସର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅତ୍ୟାଧୁନିକ ସାଜସଜ୍ଜା ସହ ଡିଜିଟାଲ ଡିପ୍ଲେ ସାଙ୍ଗକୁ ବ୍ଲକ ବୋର୍ଡ ବଦଳରେ ହ୍ୱାଇଟ ବୋର୍ଡରେ ଲେଖିବେ ଶିକ୍ଷକ ।

ଏହାସହ ସ୍ମାର୍ଟ ଲାଇବ୍ରେରୀ ସୁନ୍ଦର ପରିବେଶର ବାତାବରଣରେ ଛାତ୍ରଛାତ୍ରୀମାନେ ପାଠ ପଡ଼ିବେ। ୨୧,୨୩,୨୬,୨୮ ଓ ୩୦ ତାରିଖ ମଧ୍ୟରେ ପ୍ରତ୍ୟେକ ଦିନ ୧୦ ଟି ବିଦ୍ୟାଳୟରେ ସ୍ମାର୍ଟ କ୍ଲାସର ଉଦଘାଟନ କରାଯିବ। ପ୍ରଥମ ଦିନ ଅର୍ଥାତ୍ ଶନିବାର ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମାଧ୍ୟମରେ ଅପରାହ୍ନରେ ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି