Masthead

ଅନଲାଇନ ପୈଠ ଦ୍ୱିତୀୟ ସଂସ୍କରଣର ଶୁଭାରମ୍ଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା ଅନଲାଇନ ଦେୟ ପୈଠର ଦ୍ୱିତୀୟ ସଂସ୍କରଣର ଶୁଭାରମ୍ଭ ହୋଇଛି । ଫାଇଭ-ଟି ଅଧାରରରେ ରାଜ୍ୟ ଅର୍ଥ ବିଭାଗ ଦ୍ୱାର ପ୍ରସ୍ତୁତ ଆର୍ଥିକ ପରିଚାଳନା ବ୍ୟବସ୍ଥା ଅନ୍ତର୍ଗତ ଅନଲାଇନ ଦେୟପୈଠ ବୈଦୁତିକ ରସିଦ ବ୍ୟବସ୍ଥାର ୨. ୦ ସଂସ୍କରଣକୁ ମୁଖ୍ୟଶାସନ ଶୁଭାରମ୍ଭ କରିଛନ୍ତି । ଲୋକ ସେବା ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅର୍ଥ ବିଭାହ ପ୍ରମୁଖ ସଚିବ ବିଶାଲ ଦେବ ଏହି ବ୍ୟବସ୍ଥାର ପୂରା ତଥ୍ୟ ରଖିଥିଲେ । ଏହା ମାଧ୍ୟମରେ ସାଧାରଣ ନାଗରିକ, ବ୍ୟବସାୟିକ ପ୍ରତିଷ୍ଠାନ ଉପକୃତ ହୋଇପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି