Masthead

ଆଇନମନ୍ତ୍ରୀ କିରଣ ରିଜ୍ଜୁ ଜଣେ ଭଲ ଡ୍ୟାନ୍ସର: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜ୍ଜୁଙ୍କ ଡ୍ୟାନ୍ସ । ଗାଁ ଲୋକଙ୍କ ସହ ନାଚୁଛନ୍ତି ଆଇନ ମନ୍ତ୍ରୀା ଯାହାର ଭିଡିଓ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ଟ୍ୱିଟ କରି ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ । ମୋଦି କହିଛନ୍ତି ଆମ ଆଇନମନ୍ତ୍ରୀ କିରଣ ରିଜ୍ଜୁ ଜଣେ ଭଲ ଡ୍ୟାନ୍ସର । ଅରୁଣାଚଳ ପ୍ରଦେଶର ଜୀବନ୍ତ ଗୌରବଶାଳୀ ସଂସ୍କୃତିକୁ ଦେଖି ଭଲ ଲାଗିଲା ବୋଲି ମୋଦି ଟ୍ୱିଟ କରିଛନ୍ତି ।

ସୂଚନା ଅନୁସାରେ ଅରୁଣାଚଳ ପ୍ରଦେଶରେ ଏକ ଯୋଜନାର ସମୀକ୍ଷା କରିବାକୁ ଯାଇଥିବା ବେଳେ ଗାଁ ଲୋକଙ୍କ ସହ ନାଚିଛନ୍ତି କିରଣ ରିଜ୍ଜୁ । ସେଠିକାର ସ୍ଥାନୀୟ ସେଜଲାଂ ଲୋକମାନେ ରିଜ୍ଜୁଙ୍କୁ ପାରମ୍ପାରିକ ବାଦ୍ୟ ଓ ନୃତ୍ୟର ତାଳେ ତାଳେ ସ୍ୱାଗତ କରିଥିଲେ । ଏହି ସ୍ୱାଗତ ବେଳେ ରିଜ୍ଜୁ ଗାଁ ଲୋକଙ୍କ ସହ ହାତକୁ ହାତ ମିଶାଇ ନାଚିବା ଆରମ୍ଭ କରିଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା