Masthead

ଆଇନମନ୍ତ୍ରୀ କିରଣ ରିଜ୍ଜୁ ଜଣେ ଭଲ ଡ୍ୟାନ୍ସର: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜ୍ଜୁଙ୍କ ଡ୍ୟାନ୍ସ । ଗାଁ ଲୋକଙ୍କ ସହ ନାଚୁଛନ୍ତି ଆଇନ ମନ୍ତ୍ରୀା ଯାହାର ଭିଡିଓ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ଟ୍ୱିଟ କରି ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ । ମୋଦି କହିଛନ୍ତି ଆମ ଆଇନମନ୍ତ୍ରୀ କିରଣ ରିଜ୍ଜୁ ଜଣେ ଭଲ ଡ୍ୟାନ୍ସର । ଅରୁଣାଚଳ ପ୍ରଦେଶର ଜୀବନ୍ତ ଗୌରବଶାଳୀ ସଂସ୍କୃତିକୁ ଦେଖି ଭଲ ଲାଗିଲା ବୋଲି ମୋଦି ଟ୍ୱିଟ କରିଛନ୍ତି ।

ସୂଚନା ଅନୁସାରେ ଅରୁଣାଚଳ ପ୍ରଦେଶରେ ଏକ ଯୋଜନାର ସମୀକ୍ଷା କରିବାକୁ ଯାଇଥିବା ବେଳେ ଗାଁ ଲୋକଙ୍କ ସହ ନାଚିଛନ୍ତି କିରଣ ରିଜ୍ଜୁ । ସେଠିକାର ସ୍ଥାନୀୟ ସେଜଲାଂ ଲୋକମାନେ ରିଜ୍ଜୁଙ୍କୁ ପାରମ୍ପାରିକ ବାଦ୍ୟ ଓ ନୃତ୍ୟର ତାଳେ ତାଳେ ସ୍ୱାଗତ କରିଥିଲେ । ଏହି ସ୍ୱାଗତ ବେଳେ ରିଜ୍ଜୁ ଗାଁ ଲୋକଙ୍କ ସହ ହାତକୁ ହାତ ମିଶାଇ ନାଚିବା ଆରମ୍ଭ କରିଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ