Masthead

‘ଶ୍ରୀମନ୍ଦିର ସୁରକ୍ଷାକୁ ବ୍ୟାଘାତ କଲେ ବରଦାସ୍ତ କରାଯିବନି’

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍। ଭୋର୍ ପ୍ରାୟ ୪ଟା ୧୦ରେ ଡ୍ରୋନ୍ ଉଡ଼ିଥିବା ଦେଖାଯାଇଛି। ଡ୍ରୋନଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ ଏବଂ ପରେ ମେଘନାଦ ପାଚେରୀ ବୁଲିଥିଲା। ଏପରିକି ମନ୍ଦିରର ଦଧିନଉତି ଉପରେ ବି ବୁଲିଥିଲା। ନୀଳଚକ୍ର ଉପରେ ବୁଲିବା ସହ ଉତ୍ତର ଦ୍ୱାର ଗୁମୁଟ ଦେଇ ଶ୍ରୀଦାଣ୍ଡରୁ ଉଭାନ ହୋଇଯାଇଥିଲା।

ତେବେ ଡ୍ରୋନ୍ କିଏ ଉଡ଼ାଇଥିଲା ଏବଂ ଶ୍ରୀମନ୍ଦିର ଉପରେ କେମିତି ଆସିଲା ତାର ତଦନ୍ତ ଚାଲିଛି। ସେପଟେ ନୋ ଫ୍ଲାଇଂ ଜୋନ୍‌ରେ ଡ୍ରୋନ୍‌ ଉଡ଼ାଇବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ । ଶ୍ରୀମନ୍ଦିର ସୁରକ୍ଷାକୁ ବ୍ୟାଘାତ କଲେ ବରଦାସ୍ତ କରାଯିବନି । ଦୃଢ କାର୍ୟ୍ୟାନୁଷ୍ଠାନ ନିଆଯିବ । ଆପରାଧୀଙ୍କୁ ମିଳିବ ଦଣ୍ଡ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ