Masthead

‘ଶ୍ରୀମନ୍ଦିର ସୁରକ୍ଷାକୁ ବ୍ୟାଘାତ କଲେ ବରଦାସ୍ତ କରାଯିବନି’

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍। ଭୋର୍ ପ୍ରାୟ ୪ଟା ୧୦ରେ ଡ୍ରୋନ୍ ଉଡ଼ିଥିବା ଦେଖାଯାଇଛି। ଡ୍ରୋନଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ ଏବଂ ପରେ ମେଘନାଦ ପାଚେରୀ ବୁଲିଥିଲା। ଏପରିକି ମନ୍ଦିରର ଦଧିନଉତି ଉପରେ ବି ବୁଲିଥିଲା। ନୀଳଚକ୍ର ଉପରେ ବୁଲିବା ସହ ଉତ୍ତର ଦ୍ୱାର ଗୁମୁଟ ଦେଇ ଶ୍ରୀଦାଣ୍ଡରୁ ଉଭାନ ହୋଇଯାଇଥିଲା।

ତେବେ ଡ୍ରୋନ୍ କିଏ ଉଡ଼ାଇଥିଲା ଏବଂ ଶ୍ରୀମନ୍ଦିର ଉପରେ କେମିତି ଆସିଲା ତାର ତଦନ୍ତ ଚାଲିଛି। ସେପଟେ ନୋ ଫ୍ଲାଇଂ ଜୋନ୍‌ରେ ଡ୍ରୋନ୍‌ ଉଡ଼ାଇବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ । ଶ୍ରୀମନ୍ଦିର ସୁରକ୍ଷାକୁ ବ୍ୟାଘାତ କଲେ ବରଦାସ୍ତ କରାଯିବନି । ଦୃଢ କାର୍ୟ୍ୟାନୁଷ୍ଠାନ ନିଆଯିବ । ଆପରାଧୀଙ୍କୁ ମିଳିବ ଦଣ୍ଡ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ