Masthead

ମାଲକାନଗିରିର ୬ଟି ରୁଟରେ ଆଉ ଗଡ଼ିବନି ଗାଡ଼ି ‘ଲକ୍ଷ୍ମୀ’ ଏସି ବସ୍

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ବନ୍ଦ ହୋଇଗଲା ‘ଲକ୍ଷ୍ମୀ’ ଏସି ବସ୍ ଚଳାଚଳ । ଆଉ ଗଡିବନି ଏସି ବସ୍ । ମାଲକାନଗିରିରେ ଆଉ ଗଡ଼ିବନି ଲକ୍ଷ୍ମୀ ଏସି ବସ୍। ବ୍ଲକରୁ ଜିଲ୍ଲା ସଦର ମହକୁମାକୁ ଚାଲୁଥିବା ଏହି ସବୁ ବସ୍ ବାତିଲ ହୋଇଛି। ୬ଟି ରୁଟରେ ବସ୍ ଚଳାଚଳ ବାତିଲ। ଆରଟିଓ ବସ୍ ଚଳାଚଳ ପରମିଟ୍ ବାତିଲ କରିଛନ୍ତି। ସବୁ ବସ୍ ଅପରେଟର ଏହାକୁ ମାନିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ସାରା ରାଜ୍ୟରେ ୫୭ଟି ଲକ୍ଷ୍ମୀ ଏସି ବସ୍ ଚଳାଚଳ କରୁଥିଲା। ଏହା ମଧ୍ୟରୁ ୨୮ଟି ବସ୍ ଚଳାଚଳ ବନ୍ଦ କରାଯାଇଛି। ପୂର୍ବ ସରକାର ମାଲକାନଗିରି ଜିଲ୍ଲାରୁ ଲକ୍ଷ୍ମୀ ବସ୍ ସେବା ଆରମ୍ଭ କରିଥିଲେ। ନୂଆ ସରକାର ଆସିବା ପରେ ଲକ୍ଷ୍ମୀ ବସ୍ ଚଳାଚଳକୁ ନେଇ ଅନିଶ୍ଚିତତା ଦେଖାଦେଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି