Masthead

ରିଲିଜ ହେଲା ଲକ୍ଷ୍ମୀ ବମର ଟ୍ରେଲର

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଖିଲାଡି ଷ୍ଟାର ଅକ୍ଷୟକୁମାରଙ୍କ ଲକ୍ଷ୍ମୀ ବମ୍ ଫିଲ୍ମୀର ଟ୍ରେଲର ରିଲଜ ହୋଇଛି । ଜବରଦସ୍ତ ହରର ସାଙ୍ଗକୁ କମେଡି ଦେଖିବାକୁ ମିଳିବ ଏହି ଫିଲ୍ମରେ । କରୋନା କାରଣରୁ ଫିଲ୍ମ ହଲ ଗୁଡିକ ବନ୍ଦ ପଡିଛି ଏଣୁ ଏହି ଫିଲ୍ମଟି ଓଟିଟି ଫର୍ମାଟରେ ରିଲିଜ ହେବ । ଏହି ଫିଲ୍ମରେ ଅକ୍ଷୟ କୁମାରଙ୍କୁ କିନ୍ନର ଭାବେ ଦର୍ଶକ ଦେଖିବାକୁ ପାଇବେ । କିନ୍ନର ଆତ୍ମା ପ୍ରବେଶ କରିବା ସହ ପ୍ରତିଶୋଧ କିପରି ନେଉଛି ତାହା ଅକ୍ଷୟ କୁମାରଙ୍କ ଅଭିନୟରେ ଦେଖିବାକୁ ପାଇବେ । ଏହି ଫିଲ୍ମରେ ଅଭିନେତ୍ରୀ କିଆରା ଆଡଭାନୀ ମଧ୍ୟ ନଜରକୁ ଆସିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା