Masthead

ବଦଳିବ ‘ଲକ୍ଷ୍ମୀ ବସ୍’ର ନାଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଦଳିବ ‘ଲକ୍ଷ୍ମୀ ବସ୍’ର ନାଁ । ନୂଆ ନାମ ମୁଖ୍ୟମନ୍ତ୍ରୀ ବସ୍ ସେବା ହେବ ବୋଲି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି । ସରକାର ବଦଳିବା ପରେ ‘ଲକ୍ଷ୍ମୀ ବସ୍’ର ଭବିଷ୍ୟତକୁ ନେଇ ଦେଖାଦେଇଥିଲା ଅନିଶ୍ଚିତତା । ବିଜେଡି ସରକାର ଏହି ଯୋଜନାକୁ ଗତବର୍ଷ ଆରମ୍ଭ କରିଥିଲେ । ଅଳ୍ପ ଟଂକାରେ ପଂଚାୟତ ଓ ବ୍ଲକକୁ ସହର ସହ ଯୋଡିବା ପାଇଁ ନବୀନ ସରକାର ଏହି ଯୋଜନା କରିଥିଲେ । କିନ୍ତୁ ସରକାର ବଦଳିବା ପରେ ଏହି ଯୋଜନାର ଭବିଷ୍ୟତକୁ ନେଇ ଅନିଶ୍ଚିତତା ଦେଖାଦେଇଥିଲା । ଅନେକ ସ୍ଥାନରେ ବସ ଗୁଡିକ ପଡି ରହିଥିବା ଦେଖିବାକୁ ମିଳିଛି । ଏହାପରେ ବସ ସେବା ଜାରି ରହିବ କିନ୍ତୁ ନୂଆ ନାଁରେ ଚାଲିବ ବୋଲି ପରିବହନ ମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ