Masthead

ମିଟର ରିଡର ଲକ୍ଷ୍ମୀନାରାୟଣ ତ୍ରିପାଠୀ ହତ୍ୟାକୁ ନେଇ ନୂଆପଡା ରେ ପ୍ରତିବାଦ ଓ ଶୋକ ସଭା

ନୂଆପଡା  (ବଡ ଖବର ବ୍ୟୁରୋ); ଆମେ ବି ମଣିଷ। ଅଳ୍ପ ଟଙ୍କା ପାଇଁ ଆମେ ଚାକିରୀ କରୁଛୁ। ମିଟର ଭିତରେ ଆମେ ପଶି ନାହୁଁ।ଯାହା ଦେଖିବୁ ତାକୁ ମେସିନରେ ପକେଇବୁ । ମିଟରରେ କିଛି ଭୁଲ ଥିଲେ ଅଧିକାରୀଙ୍କୁ ଜଣାଇବା କଥା , କିନ୍ତୁ ମିଟର ରିଡର ପରି ଜଣେ ଗରିବ କର୍ମଚାରୀ କୁ ହତ୍ୟା କରିବା କେବେବି ଠିକ ନୁହେଁ। ଏମିତି କିଛି କହି ଆଜି ନୂଆପଡା ବିଜୁଳି ବିଭାଗରେ ମିଟର ରିଡର ଚାକିରୀ କରୁଥିବା ଥୁବା କର୍ମଚାରୀମାନେ ପ୍ରତିବାଦ ଓ ଶୋକ ସଭା ପାଳନ କରିଛନ୍ତି। ଗଞ୍ଜାମ ଜିଲ୍ଲାରେ ରେ ଜଣେ ମିଟର ରିଡର କର୍ମଚାରୀ ଲକ୍ଷ୍ମୀ ନାରାୟଣ ତ୍ରିପାଠୀଙ୍କୁ ହତ୍ୟା ଘଟଣାକୁ ସହଜରେ ଗ୍ରହଣ କରି ପାରୁ ନାହାନ୍ତି ମିଟର ରିଡର କର୍ମଚାରୀ ସଂଘ। ଦୋଷୀ ଉପରେ କାର୍ୟ୍ୟାନୁଷ୍ଠାନ ଓ ତାଙ୍କ ପରିବାରକୁ ସହାୟତାର ଦାବି କରାଯାଇ ଏକ ଶୋକ ସଭା ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା