Masthead

ଲକ୍ଷ୍ମୀପୁର ହିଂସା ମାମଲା, କେନ୍ଦ୍ର ଉପରେ ବର୍ଷିଲେ ରାହୁଲ

ଲକ୍ଷ୍ନୌ(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବଢ଼ୁଛି ୟୁପି ହିଂସା ମାମଲା । ଆଜି ଏହାକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି । ଏକ ସାମ୍ବାଦିକ ସମ୍ମିଳନୀ କରି ରାହୁଲ କହିଛନ୍ତି, ଗତ କିଛି ଦିନ ହେବ କୃଷକଙ୍କ ଉପରେ ସରକାର ଆକ୍ରମଣ କରୁଛନ୍ତି ।

କୃଷକ ମାନଙ୍କ ଉପରେ ଗାଡ଼ି ଚଢ଼ାଇ ସେମାନଙ୍କ ହତ୍ୟା କରାଯାଉଛି । ସେପଟେ ମନ୍ତ୍ରୀଙ୍କ ପୁଅ ଉପରେ ବି କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନି । ଏହାଛଡ଼ା ରାହୁଲ ଏହା ମଧ୍ୟ କହିଚନ୍ତି ଯେ, ଗତ କାଲି ମୋଦି ଲକ୍ଷ୍ନୌରେ ଥିଲେ ମଧ୍ୟ ସେଠାକୁ ଯିବାକୁ ଉଚିତ ଭନେ କଲେନି । ରାହୁଲ ଗାନ୍ଧିଙ୍କୁ ଲକ୍ଷ୍ମୀପୁର ଯିବାକୁ ଅନୁମତି ମିଳିନି । କିନ୍ତୁ ଆଜି ସେ ସେଠାକୁ ଯିବାକୁ ଚେଷ୍ଟା କରିବେ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ