Masthead

‘ପଲିଟିକାଲ ଗେମିଙ୍ଗ କରୁଛନ୍ତି ନେତା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭାର ଚତୁର୍ଥ ଦିନ । ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ୱାଧୀକାର ଭଙ୍ଗ ଆଣିଲା ବିଜେପି । ବିରୋଧି ଦଳ ନେତାଙ୍କ ବୟାନ ପରେ ବିରୋଧୀ ଦଳ ନେତାଙ୍କ ବିରୋଧରେ ସ୍ୱାଧୀକାର ଭଙ୍ଗ ନୋଟିସ୍ ଆଣିଲେ ସଂସଦୀୟ ମନ୍ତ୍ରୀ ନିରଂଜନ ପୂଜାରୀ । କହିଛନ୍ତି ଆଇନ୍ ବହିର୍ଭୁତ କଥା ଆଧାରରେ କୌଣସି ସ୍ୱାଧୀକାର ଭଙ୍ଗ ଆଣିବା ସମୁଚିହ୍ନ ନୁହେଁ । ବିଧାନସଭାକୁ ରାଜନୈତିକ ମଇଦାନ ସଜାନ୍ତୁନି ବିରୋଧୀ । ବିରୋଧୀଙ୍କ ସ୍ୱାଧୀକାର ଭଙ୍ଗର ଆଧାରକୁ ନେଇ ପ୍ରଶ୍ନବାଚୀ ଆଣିଲେ ସଂସଦୀୟ ୭ ବ୍ୟାପାର ମନ୍ତ୍ରୀ । ପଲିଟିକାଲ ଗେମିଙ୍ଗ କରୁଛନ୍ତି ନେତା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ