Masthead

ଜାଣନ୍ତୁ କିପରି ‘ଆଶୀର୍ବାଦ’ ପାଇଁ ଚୟନ ହେବେ ହିତାଧିକାରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅନାଥ ପିଲାମାଙ୍କ ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି ‘ଆଶୀର୍ବାଦ’ ଯୋଜନା । ଯେଉଁଥିରେ କି ବାପା ମାଆ ମାନଙ୍କୁ ହରାଇଥିବା ପିଲାମାନଙ୍କୁ ସହାୟତା କରିବାକୁ ଅନେକ କଥା ରହିଛି । ତେବେ ଆପଣ ଜାଣନ୍ତି କିପରି ଭାବେ ରାଜ୍ୟ ସରକାର ଏହି ପିଲାମାନଙ୍କୁ ଖୋଜି ବାହାର କରିବେ । ‘ଆଶୀର୍ବାଦ’ ଯୋଜନାର ହିତାଧିକାରୀଙ୍କୁ ଚୟନ କରିବାକୁ ମୁଖ୍ୟମନ୍ତ୍ରୀ ଦେଇଛନ୍ତି ଗୁରୁଦାୟିତ୍ୱ ।District child protection unit , childline ତଥା ପଞ୍ଚାୟତ ସ୍ତରୀୟ କମିଟି ବ୍ଲକ କମିଟି  frontline worker civil society  ଜରିଆରେ ପିଲାଙ୍କୁ ଚିହ୍ନଟ କରି ତାଲିକା ପ୍ରସ୍ତୁତ କରିବେö ଏହି ଯୋଜନା ପାଇଁ ଯୋଗ୍ୟ ପିଲା ବା ତାଙ୍କ ଦାୟିତ୍ୱ ନେଇ ଥିବା  ଆତ୍ମୀୟ ମାନେ  ମଧ୍ୟ ମୃତ୍ୟୁ ପ୍ରମାଣ ପତ୍ର ସହ DCPUଙ୍କୁ ଆବେଦନ କରିପାରିବେ ।

ଅସମୟରେ ବାପା ମାଆଙ୍କୁ ହରାଇ ଥିବା ଜଣେ ବି ଅସହାୟ  ଶିଶୁ  ଯେପରି ଏ ଯୋଜନା ରୁ ବାଦ୍ ନପଡ଼ନ୍ତି ତାହା ସୁନିଶ୍ଚିତ କରିବା ପାଇଁ  ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ନିୟମିତ ଭାବରେ ପ୍ରତି ବର୍ଷ special drive କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ