ଶୀତଦିନେ କେମିତି କରିବେ ଗୋଡ ଫଟାର ଉପଚାର ଜାଣନ୍ତୁ

ଭୁବନେଶ୍ୱର(ବଡ଼ ଖବର): ଶୀତଦିନେ ଅଧିକାଂଶ ଲୋକଙ୍କର ଗୋଡ ଫଟା ସମସ୍ୟା ଦେଖାଦେଇଥାଏ । ବିଶେଷକରି ଗ୍ରାମାଞ୍ଚଳରେ ଏସବୁ ଏ ସମସ୍ୟା ଅଧିକ ଦେଖାଦେଇଥାଏ । ଥଣ୍ଡା ପାଗ କାରଣରୁ ପାଦ ଫାଟି ରକ୍ତ ବାହାରେ। ଏଇ ଦିନେ ପାଦ ଓ ଗୋଇଠି ଫଟାର ଘରୋଇ ଉପଚାର କରିବା ଭଲ। ଜାଣନ୍ତୁ କେମିତି କରିବେ ଗୋଡ ଫଟାର ଉପଚାର ।

 ଖିର ୨ଚାମଚରେ ଅଧ ଚାମଚ ମହୁ ମିଶାଇ ପାଦ ଫଟାରେ ତୁଳା ସାହାଯ୍ୟରେ ଲଗାଇବେ। ୧୦-୧୫ଦିନ ରାତିରେ ଶୋଇବା ପୂର୍ବରୁ ଏଭଳି କଲେ ଆରାମ ମିଳେ ଏବଂ ଗୋଡ ଫଟା ସମସ୍ୟାବି ଦୂର ହୋଇଥାଏ ।
 ନଡ଼ିଆ ତେଲ ଓ ଅଲିଭ ତେଲ ପାଦ ପାଇଁ ଭଲ ମଏଶ୍ଚରାଇଜର୍ ଭଳି କାମ କରେ। ଗାଧୋଇବା ସମୟରେ ପାଦକୁ ପ୍ୟୁମିକ୍‌ ଷ୍ଟୋନ୍‌ରେ ଭଲରେ ଘଷି ମଇଳା ବାହାର କରନ୍ତୁ। ଶୋଇବା ସମୟରେ ତେଲକୁ ଉଷୁମ କରି ଲଗାଇବେ। ପାଦ ଫଟା ସମସ୍ୟା ଦୂରେଇଯିବ।
 ଚାଉଳକୁ ଗୁଣ୍ଡ କରି ସେଥିରୁ ୧ଚାମଚ ଓ ମହୁ ଅଧ ଚାମଚ ମିଶାଇ ପାଦ ଉପର-ତ‌େ‌ଳ ଲଗାଇ ଶୁଖିବା ପରେ ଧୁଅନ୍ତୁ। ଏହା ପାଦ ପାଇଁ ଭଲ ସ୍କ୍ରବ୍ ଭଳି କାମ କରିଥାଏ। ।
 ଉଷୁମ ପାଣିରେ ନିୟମିତ ପାଦ ସଫା କରିବା ଭଲ। ପାଦରେ ଭଲ ମଏଶ୍ଚରାଇଜର୍ ଲଗାଇଲେ ଫଟା ସମସ୍ୟା ଦୂର ହୋଇଯାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!